Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଫିଲିପାଇନ୍ସରେ ଘୂର୍ଣ୍ଣିଝଡ଼ କଲମାଏଗିର ତାଣ୍ଡବ, ୨୪୧ ମୃତ୍ୟୁ

Posted on November 6, 2025

ଫିଲିପାଇନ୍ସରେ ଘୂର୍ଣ୍ଣିଝଡ଼ କଲମାଏଗିର ତାଣ୍ଡବ । ଏଯାଏଁ ୨୪୧ ଜଣଙ୍କ ମୃତ୍ୟୁ ହୋଇଛି । ଜରୁରିକାଳୀନ ସ୍ଥିତି ଘୋଷଣା କରିଛନ୍ତି ରାଷ୍ଟ୍ରପତି । ଫିଲିପାଇନ୍ସରେ ଘୂର୍ଣ୍ଣିଝଡ଼ କଲମାଏଗି ଫିଲିପାଇନ୍ସକୁ ଛାରଖାର କରିଦେଇଛି । ପ୍ରାୟ ୨୪୧ ଜଣ ପ୍ରାଣ ଯାଇଥିବା ବେଳେ ଅନେକ ନିଖୋଜ ରହିଛି । ସେଠିକାର ପରିସ୍ଥିତି ଦେଖି ଫିଲିପାଇନ୍ସର ରାଷ୍ଟ୍ରପତି ଦେଶରେ ଆପତ୍‌କାଳୀନ ସ୍ଥିତି ଘୋଷଣା କରିଛନ୍ତି । ଦେଶର ପୂର୍ବ ପ୍ରାନ୍ତରେ ଥିବା ଲେଟେ ଓ କେବୁରେ ଘୂର୍ଣ୍ଣଝଢ଼ ଲ୍ୟାଣ୍ଡଫଲ୍ କରିଥିଲା । ପାଣିପାଗ ବିଭାଗର କହିବାନୁସାରେ, ଲ୍ୟାଣ୍ଡଫଲ ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୪୦ କିଲୋମିଟରରୁ ଅଧିକ ରହିଥିଲା । ପରେ ଏହା ୧୯୫ କିଲୋମିଟରକୁ ବୃଦ୍ଧି ପାଇଥିଲା । ଯେଉଁଥିରେ ଘର ଭାଙ୍ଗିବା ସହ ପ୍ରବଳ ବର୍ଷା ଯୋଗୁ ଅନେକ ଲୋକ ବନ୍ୟାରେ ଭାସି ଯାଇଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme