Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ନୂଆପଡ଼ା ଗସ୍ତରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ, ସ୍ନେହାଙ୍ଗିନୀଙ୍କ ପାଇଁ ପ୍ରଚାର ଜୋରଦାର କରିବେ

Posted on November 7, 2025

ନୂଆପଡ଼ା: ଆଜି ନୂଆପଡ଼ା ଜିଲ୍ଲା ଗସ୍ତରେ ଯାଉଛନ୍ତି ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେ ଖରିଆର ରୋଡ଼ରେ ଆୟୋଜିତ ବିଜେଡିର ବିରାଟ ସମାବେଶରେ ଯୋଗ ଦେବେ ଓ ଦଳର ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପକ୍ଷରେ ପ୍ରଚାର କରିବେ।

ଗତ ୩ ତାରିଖରେ ମଧ୍ୟ ନବୀନ ନୂଆପଡ଼ା ଯାଇ ଜନସମାବେଶକୁ ସମ୍ବୋଧନ କରିଥିଲେ। ସେତେବେଳେ କର୍ମୀମାନଙ୍କ ମଧ୍ୟରେ ଜୋସ୍ ଓ ଉତ୍ସାହ ଦେଖିବାକୁ ମିଳିଥିଲା। ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ନିକଟରେ ଦେଖି ନୂଆପଡ଼ାବାସୀ ଅତ୍ୟନ୍ତ ଖୁସି ହୋଇଥିଲେ।

ଆଜିର ସଭାରେ ନବୀନ ପଟ୍ଟନାୟକ ଦଳର ବିକାଶ ଯୋଜନା, ସରକାରୀ କାର୍ଯ୍ୟଫଳ ଓ ଜନସେବା ମାଧ୍ୟମରେ ଲୋକମାନଙ୍କ ଭରସା ଜିତିବା ପାଇଁ ଆହ୍ୱାନ ଦେବେ ବୋଲି ଦଳୀୟ ସୂତ୍ରରୁ ଜଣାପଡ଼ିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme