Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ନୂଆପଡ଼ାରେ ପ୍ରଚାର ପାଇଁ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Posted on November 8, 2025

ନୂଆପଡ଼ାରେ ପ୍ରଚାର ପାଇଁ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଥମେ ସୁନାବେଡ଼ା ଅଭୟାରଣ୍ୟରେ ସୁନାଦେଇଙ୍କୁ ଦର୍ଶନ କରିବେ । ଏହାପରେ ଅପରାହ୍ଣ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ କରିବେ ରୋଡ ଶୋ’ । ନୂଆପଡ଼ାରୁ ଖରିଆର ରୋଡ଼ ପର୍ଯ୍ୟନ୍ତ ହେବ ରୋଡ ଶୋ’ । ଆଜି ନୂଆପଡ଼ାରେ ରାତ୍ରୀଯାପନ କରିବେ ମୁଖ୍ୟମନ୍ତ୍ରୀ । ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ଭୋଟ ମାଗିବେ ମୋହନ । ନୂଆପଡ଼ା ଗ୍ରାଉଣ୍ଡରେ ଏବେ ମାଳ ମାଳ ନେତା, ଷ୍ଟାର ପ୍ରଚାରକ ଓ ହେଭିୱେଟ । ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ମାରାଥନ କ୍ୟାମ୍ପେନ ଚଳାଇଛନ୍ତି ।ବାକୁ ନିବେଦନ କରୁଛନ୍ତି । ବିଜେପି ପାଇଁ ବହୁ ବିଧାୟକ, ମନ୍ତ୍ରୀ ଓ ତୁଙ୍ଗ ନେତା ପ୍ରଚାର ଚଳାଇଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme