Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ନୂଆପଡ଼ା ଉପନିର୍ବାଚନ: ଆଜି ପ୍ରଚାରର ଶେଷ ଦିନ

Posted on November 9, 2025

ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷ ଦିନ। ଅପରାହ୍ନ ୪ଟା ପରେ ପ୍ରଚାର ବନ୍ଦ ହେବ। ତିନି ଦଳର ପ୍ରାର୍ଥୀ ଭୋଟରଙ୍କ ମନ ଜିତିବା ପାଇଁ ଶେଷ ଉଦ୍ୟମ ଜାରି ରଖିଛନ୍ତି।

ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ନୂଆପଡ଼ାରେ ଜୟ ଢୋଲକିଆଙ୍କ ପାଇଁ ବିରାଟ ରୋଡ୍‌ ଶୋ କରିଥିଲେ। ୭ ତାରିଖରେ ବିଜେଡି ସଭାପତି ନବିନ ପଟ୍ଟନାୟକ ଭୋଟ ପ୍ରଚାର ପାଇଁ ସ୍ନେହାଙ୍ଗିନୀ ଛୁରିଆଙ୍କ ସହ ରୋଡ୍‌ ଶୋ କରିଥିଲେ।

ଆଜି କଂଗ୍ରେସ ପକ୍ଷରୁ ପିସିସି ସଭାପତି ଭକ୍ତ ଚରଣ ଦାସ ନେତୃତ୍ୱରେ ବିରାଟ ଶୋଭାଯାତ୍ରା ଆୟୋଜିତ ହେବ, ଯେଉଁଥିରେ ବରିଷ୍ଠ ନେତାମାନେ ଯୋଗଦେଇ ଘାସିରାମ ମାଝିଙ୍କ ପାଇଁ ଭୋଟ ମାଗିବେ। ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ସିଂହ ଯାଦବ ମଧ୍ୟ ରମାକାନ୍ତ ହାତୀଙ୍କ ପାଇଁ ପ୍ରଚାର କରିବେ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

November 2026
M T W T F S S
 1
2345678
9101112131415
16171819202122
23242526272829
30  
« Sep    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme