Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଓଡିଶାରେ ହାଇଆଲର୍ଟ: ବିଭିନ୍ନ ସ୍ଥାନରେ ବ୍ଲକିଂ, ଟେକିଂକୁ ଜୋରଦାର କରିଛି ପୋଲିସ

Posted on November 11, 2025

ଦିଲ୍ଲୀ ବିସ୍ଫୋରଣ ପରେ ଓଡିଶାର କେନ୍ଦ୍ରାଞ୍ଚଳ ଅଞ୍ଚଳର ସବୁ ଜିଲ୍ଲାରେ ଜାରି ହୋଇଛି ହାଇଆଲର୍ଟ । ଭୁବନେଶ୍ୱର, କଟକ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ଯାଜପୁର ଅଞ୍ଚଳରେ ଆଲର୍ଟ ଜାରି ହୋଇଛି । ବସ ଷ୍ଟାଣ୍ଡ, ରେଲୱେ ଷ୍ଟେସନ, ସମୁଦ୍ର କୂଳ ସବୁ ହାଇଆଲର୍ଟରେ ଅଛି । ସବୁ ଭାଇଟାଲ ଇନଷ୍ଟାଲେସନରେ ଜାରି ହୋଇଛି ଆଲର୍ଟ। ପୁରୀର ଶ୍ରୀମନ୍ଦିର, ବଡ଼ଦାଣ୍ଡ ଓ ସମୁଦ୍ରକୂଳରେ ସୁରକ୍ଷା କଡ଼ାକଡ଼ି କରାଯାଇଛି । କଟକ ବାଲିଯାତ୍ରାରେ ବି ହାଇଆଲର୍ଟ ଜାରି ହୋଇଛି । ବିଭିନ୍ନ ସ୍ଥାନରେ ବ୍ଲକିଂ, ଟେକିଂକୁ ଜୋରଦାର କରିଛି ପୋଲିସ । ଚନ୍ଦ୍ରଭାଗା ଓ ବିଶ୍ୱଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିରର ଚତୃପାର୍ଶ୍ଵ ଅଞ୍ଚଳରେ ହାଇ ଆଲାର୍ଟ । କୋଣାର୍କ ଥାନା, ଚନ୍ଦ୍ରଭାଗା ମେରାଇନ ଥାନା ଓ ରାମଚଣ୍ଡୀ ଥାନାର ସମସ୍ତ ଷ୍ଟାପ ସଜାଗ ରହିବାକୁ ପୁରୀ ଏସ.ପି ପ୍ରତୀକ ସିଂହଙ୍କ ନିର୍ଦ୍ଦେଶ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme