Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଧର୍ମେନ୍ଦ୍ରଙ୍କ ବିୟୋଗ ଖବରକୁ ଖଣ୍ଡନ କଲେ ଝିଅ, ଇନଷ୍ଟାଗ୍ରାମରେ ଦେଲେ ସୂଚନା

Posted on November 11, 2025

ଧର୍ମେନ୍ଦ୍ରଙ୍କ ମୃତ୍ୟୁ ଖବର ମଧ୍ୟରେ ବର୍ତ୍ତମାନ ଅଭିନେତାଙ୍କ ଝିଅ ଇଶା ଦେଓଲଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ତାଙ୍କ ଅଫିସିଆଲ୍ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ସେୟାର କରି ଏଶା କହିଛନ୍ତି ଯେ ତାଙ୍କ ବାପାଙ୍କ ଅବସ୍ଥା ସ୍ଥିର ଅଛି ଏବଂ ମିଥ୍ୟା ଖବର ପ୍ରସାରିତ ହେଉଛି । ସେ ଏହା ମଧ୍ୟ କହିଛନ୍ତି ଯେ ତାଙ୍କ ବାପାଙ୍କ ଅବସ୍ଥାରେ ଉନ୍ନତି ହେଉଛି । ବରିଷ୍ଠ ଅଭିନେତାଙ୍କ ମୃତ୍ୟୁ ନେଇ ମଙ୍ଗଳବାର ଅନେକ ଗଣମାଧ୍ୟମରେ ପ୍ରସାରିତ ହୋଇଥିଲା । ବର୍ତ୍ତମାନ ସୁଦ୍ଧା ଏହାର କିଛି ସ୍ପଷ୍ଟ ସୂଚନା ମିଳିନାହିଁ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme