Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଅଭିନେତା ଗୋବିନ୍ଦାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, ଗତକାଲି ରାତିରେ ଘରେ ବେହୋସ ହୋଇଯାଇଥିଲେ

Posted on November 12, 2025

ବଲିଉଡ ଅଭିନେତା ଗୋବିନ୍ଦାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର । ଗତକାଲି ରାତିରେ ଘରେ ବେହୋସ ହେବା ପରେ ପୂର୍ବତନ ସାଂସଦ ଗୋବିନ୍ଦଙ୍କୁ ହସ୍ପିଟାଲରେ ନିଆଯାଇଥିଲା । ୬୧ ବର୍ଷୀୟ ମୁମ୍ବାଇର ବଲିଉଡ ଷ୍ଟାରଙ୍କୁ ମୁମ୍ବାଇ ହସ୍ପିଟାଲର କ୍ରିଟିକାଲ୍ କେୟାର ୟୁନିଟରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତାଙ୍କୁ ମେଡିକାଲ ଅବଜରଭେସନରେ ରଖାଯାଇଛି ।

ରିପୋର୍ଟ ଅନୁସାରେ ଅଚେତ ହେବାରୁ ତାଙ୍କ ଅବସ୍ଥା ବିଗିଡିଛି। ଗତକାଲି ସକାଳେ ସବୁ କିଛି ଠିକ ଥିଲା । ତେବେ ରାତିରେ ସେ ହଠାତ ବେହୋସ ହୋଇଥିଲେ । ରାତି ୧ଟାରେ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ତାଙ୍କର ଡାକ୍ତରୀ ଟେଷ୍ଟ ହୋଇଛି । ରିପୋର୍ଟକୁ ଅପେକ୍ଷା କରାଯାଇଛି । ଏ ନେଇ ଗୋବିନ୍ଦାଙ୍କ ଆଇନଗତ ପରାମର୍ଶଦାତା ଲଳିତ ବିନ୍ଦଲ ସୂଚନା ଦେଇଛନ୍ତି….

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme