Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଗଞ୍ଜାମରେ ପୋଖରୀକୁ ଖସିଲା କାର, ଦୁଇ ଭାଇଙ୍କ ମୃତ୍ୟୁ

Posted on November 13, 2025

ପୋଖରୀ ଭିତରକୁ କାର ପଶି ୨ ମୃତ । ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ବଡ଼ଅଗୁଳ ନିକଟରେ ଦୁର୍ଘଟଣା ଘଟିଛି । ଗତକାଲି ରାତିରେ ଏକ କାର ବଡ଼ଆଗୁଳରୁ ଚିଙ୍ଗୁଡ଼ି ଘାଇ ଯାଉଥିବା ବେଳେ ରାସ୍ତାକଡରେ ଥିବା ପୋଖରୀକୁ ଖସିପଡ଼ିଥିଲା । କାରରେ ୪ ଜଣ ବ୍ୟକ୍ତି ଥିଲେ । ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ମୃତକ ଦୁଇ ଜଣ ହେଲେ ନୀଳାଞ୍ଚଳ ମହାପାତ୍ର ଓ ସନ୍ତୋଷ ମହାପାତ୍ର । ଉଭୟେଙ୍କୁ ଗୁରୁତର ଅବସ୍ଥାରେ ଆସିକା ମେଡ଼ିକାଲକୁ ଆଣା ଯାଇଥିବା ବେଳେ ସେଠାରେ ଡାକ୍ତର ମୃତ ଘୋଷଣା କରିଛନ୍ତି । ସନ୍ତୋଷଙ୍କ ଘର ପୋଲସରା ହୋଇଥିବା ବେଳେ ନୀଳାଞ୍ଚଳଙ୍କ ଘର ଚିଙ୍ଗୁଡ଼ି ଘାଇ । ଉଭୟେ ସଂପର୍କରେ ଦୁଇ ଭାଇ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme