Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଅଟୋ – ବାଇକ୍ ମୁହାଁମୁହିଁ ଧକ୍କା

Posted on November 13, 2025

କଟକ ଜିଲ୍ଲା ବାଙ୍କୀ ସ୍ଥିତ ବରପୁଟ ଜଗନ୍ନାଥ ମନ୍ଦିର ରାସ୍ତାରେ ଦୁର୍ଘଟଣା । ଅଟୋ ବାଇକ ମୁଁହାମୁହିଁ ଧକ୍କା ହେବା ଫଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ହୋଇଛନ୍ତି । ବାଙ୍କୀ ବ୍ଲକ ଜଗନ୍ନାଥପୁର ଗ୍ରାମର ବିପିନ ନାୟକ ଅଟୋରେ ପରିବାର ସହ ଶ୍ୱଶୁର ଘରକୁ ଯାଉଥିଲେ । ଏହି ସମୟରେ ବିପରିତ ଦିଗରୁ ଖୁବ ଜୋରରେ ବାଇକରେ ଦୁଇ ଜଣ ଯୁବକ ଅଟୋ ଗାଡ଼ିକୁ ଧକ୍କା ଦେଇଥିଲେ । ଦୁର୍ଘଟଣାରେ ବିପିନଙ୍କ ନାବାଳିକା ଝିଅର ମୃତ୍ୟୁ ଘଟିଥିବା ବେଳେ ଅଟୋରେ ବସିଥିବା ଅନ୍ୟ ୩ ଜଣ ଆହତ ହୋଇଛନ୍ତି । ଏହାସହ ବାଇକରେ ଆସୁଥିବା ଦୁଇ ଜଣ ଯୁବକ ମଧ୍ୟ ଗୁୁରୁତର ହୋଇଛନ୍ତି । ସମସ୍ତଙ୍କୁ ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme