Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେତେ ରହିଛି ସୁନା ଦର….

Posted on November 13, 2025

ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୭,୮୦୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୭,୧୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୭,୮୦୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୭,୧୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୭,୮୦୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୭,୧୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୭,୯୫୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୭,୩୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୨୮ ,୭୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୮, ୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୭,୮୦୦ ଓ ୧,୧୭,୧୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୭୨,୦୦୦ ଟଙ୍କା ହୋଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବାହାଘର ଅଧାରୁ ତଡ଼ା ଖାଇଲେ ବର-କନ୍ୟା
  • ଟ୍ରକ୍ ସହ ଧକ୍କା ହେଲା ସ୍କୁଟି, ଦୁଇ ମହିଳା ଆହତ
  • ହାତୀ ଛୁଆକୁ ନେଉନି ମାଆ, ମଣିଷ ଛୁଇଁଥିବା ଭାବି ଦଳକୁ ଫେରିପାରୁନି ହାତୀ ଛୁଆ
  • ଅଧିବେଶନ ପୂର୍ବରୁ ମୋଦୀ କହିଲେ, ‘ଏହା ବିଜୟର ଅହଙ୍କାର କିମ୍ବା ନାଟକ କରିବାର ସ୍ଥାନ ନୁହେଁ’
  • କମିବ ଥଣ୍ଡାର ପ୍ରକୋପ; ଆଗାମୀ ୪ଦିନ ବଢିବ ରାତି ତାପମାତ୍ରା

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (284)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (60)
  • ରାଜ୍ୟ (906)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme