Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ନୂଆଦିଲ୍ଲୀ ଯିବେ ପ୍ରଭାତୀ ପରିଡା, ବାଣିଜ୍ୟ ମେଳାରେ ଯୋଗଦେଇ ଓଡ଼ିଶା ପାଭିଲିୟନ ଉଦ୍‌ଘାଟନ କରିବେ

Posted on November 14, 2025

ଶୁକ୍ରାବର ନୂଆଦିଲ୍ଲୀ ଗସ୍ତ ଯିବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ସେଠାରେ ସେ ୪୪ତମ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଯୋଗଦେଇ ଓଡ଼ିଶା ପାଭିଲିୟନକୁ ଉଦ୍‌ଘାଟନ କରିବେ । ଭାରତ ମଣ୍ଡପମ୍‌ରେ ଆୟୋଜିତ ଏହି ମେଳାରେ ଓଡ଼ିଶା ପ୍ରତ୍ୟେକ ବର୍ଷ ଏକ ପ୍ରମୁଖ ରାଜ୍ୟ ଭାବେ ଯୋଗଦେଇ ନିଜର ଅବଦାନ ରଖିବା ସହ ରାଜ୍ୟର ଐତିହ୍ୟ, କଳା, ପରମ୍ପରା, ସଂସ୍କୃତିର ପ୍ରଦର୍ଶନ ଜାରି ରଖିଛି ।

ସେହିଭଳି ଆସନ୍ତା ୧୫ ତାରିଖରେ ସେ ଦିନିକିଆ ବେଙ୍ଗାଲୁରୁ ଗସ୍ତରେ ଯିବେ । ଏହି ଗସ୍ତରେ ସେ ଓଡ଼ିଶା ପର୍ଯ୍ୟଟନ ଦ୍ୱାରା ଆୟୋଜିତ ହେଉଥିବା ‘ଓଡ଼ିଶା ପରବ’ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହି ଗସ୍ତ କାରଣରୁ ସରକାରୀ ବାସଭବନଠାରେ ହେଉଥିବା ଅଭିଯୋଗ ଶୁଣାଣି ବନ୍ଦରହିବ ବାଲି ତାଙ୍କ କାର୍ଯ୍ୟାଳୟରୁ ଜଣାପଡିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme