Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଜଳିଗଲା ମୋଟରସାଇକେଲ ପାର୍ଟସ୍ ଗୋଦାମ

Posted on November 14, 2025

ପାରାଦୀପ ଅଠରବାଙ୍କି ମାର୍କେଟ ବିଲ୍ଡିଂରେ ଗତକାଲି ରାତିରେ ଅଗ୍ନିକାଣ୍ଡ ଘଟିଛି। ଏକ ମୋଟରସାଇକେଲ ପାର୍ଟସ୍ ଗୋଦାମରେ ନିଆଁ ଲାଗି ପାଉଁଶ ହୋଇଯାଇଛି। ଖବର ପାଇ କୁଜଙ୍ଗ, ପାରାଦୀପ ବନ୍ଦର ଓ ଇଫକୋ ଅଗ୍ନିଶମ ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। କିନ୍ତୁ ସେତେବେଳକୁ ଜଳି ପୋଡ଼ି ପାଉଁଶ ହୋଇ ଯାଇଥିଲା।

ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିଲେ ମଧ୍ୟ ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ଏହି ଅଗ୍ନିକାଣ୍ଡରେ‌ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ ହୋଇଯାଇଛି। ଯେହେତୁ ପାର୍ଟ୍ସ ଗୁଡ଼ିକ ଜରି ଓ କାଗଜ ପେଟିରେ ପ୍ୟାକିଂ ହୋଇଥିବାରୁ ସଙ୍ଗେ ସଙ୍ଗେ ନିଆଁ ବ୍ୟାପି ଯାଇଥିଲା ଏବଂ ଗୋଦାମ ଘରେ ଥିବା ସମସ୍ତ ପାର୍ଟ୍ସ ପୋଡ଼ି ନଷ୍ଟ ହୋଇଯାଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

August 2026
M T W T F S S
 12
3456789
10111213141516
17181920212223
24252627282930
31  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme