Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

କୋବ୍ରାପୋଷ୍ଟ୍ ବିରୋଧରେ କୋର୍ଟ ଗଲେ ଅନିଲ ଅମ୍ବାନୀ

Posted on November 14, 2025

କୋବ୍ରାପୋଷ୍ଟ୍ ବିରୋଧରେ କୋର୍ଟ ଗଲେ ଅନିଲ ଅମ୍ବାନୀ । ଖାଲି କୋବ୍ରା ପୋଷ୍ଟ ନୁହେଁ, ଦି ଇକୋନୋକି ଟାଇମ୍ସ, ଟାଇମ୍ସ ଅଫ୍ ଇଣ୍ଡିଆ ବିରୋଧରେ ମଧ୍ୟ ରିଲିଆନ୍ସ ଗ୍ରୁପ୍ ଚେୟାରମ୍ୟାନ୍ ଅନିଲ ଅମ୍ବାନୀ ମାନହାନୀ ମୋକଦ୍ଦମା ଦାଖଲ କରିଛନ୍ତି । ଦିଲ୍ଲୀର ଏକ କୋର୍ଟରେ ମାମଲା କରାଯାଇଥିବା ସୂଚନା ମିଳିଛି । ଯାହାର ଶୁଣାଣି ଆରମ୍ଭ ହୋଇଯାଇଛି ।
ସୂଚନାନୁସାରେ, ବିଭିନ୍ନ ଗଣମାଧ୍ୟମରେ ତାଙ୍କ କମ୍ପାନୀ ୪୧ ହଜାର କୋଟି ଟଙ୍କାର ଠକେଇ କରିଥିବା ନେଇ ଖବର ପ୍ରକାଶ ପାଇଥିଲା । ଗୁରୁବାର ଏହି ମାମଲାକୁ ଶୁଣାଣି କରିଥିଲେ ବରିଷ୍ଠ ବିଚାରପତି ବିବେକ ବେନିଓ୍ୱାଲ । କୋର୍ଟ ତଥ୍ୟ ଅନୁସାରେ, କୋବ୍ରାପୋଷ୍ଟ, ଇକୋନୋମିକ୍ ଟାଇମ୍ସ, ଟାଇମ୍ସ ଅଫ୍ ଇଣ୍ଡିଆ ବିରୋଧରେ ପିଟିସନ୍ ଫାଇଲ କରାଯାଇଛି ।
ପ୍ରଥମେ କୋବ୍ରାପୋଷ୍ଟରେ ଅକ୍ଟୋବର ୩୦ରେ ଖବର ପ୍ରକାଶ ପାଇଥିଲା ଯେ, ଅନିଲ ଅମ୍ବାନୀଙ୍କ କମ୍ପାନୀ ୪୧,୯୨୧ କୋଟିର ଏକ ଆର୍ଥିକ ଠକେଇ କରିଥିଲା । ୨୦୦୬ ମସିହାରୁ ଏହି ଠକେଇ ଚାଲିଥିଲା । ଅନ୍ୟ ଖବର କାଗଜ ଏବଂ ଓ୍ୱେବସାଇଟରେ ଏନେଇ ଖବର ପ୍ରକାଶିତ ହୋଇଥିଲା । ଏହା ରିଲିଆନ୍ସ ଏବଂ ଅନିଲ ଅମ୍ପାନୀଙ୍କ ସମ୍ମାନହାନୀ କରୁଥିବା କୋର୍ଟରେ ଆବେଦନ ହୋଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme