Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବନ୍ଦ ଘରୁ ମିଳିଲା ମୃତଦେହ, ଗୋଟିଏ ପରିବାରର ୫ ଜଣକ ମୃତ

Posted on November 14, 2025

ୟୁପିର ଶ୍ରୀବାସ୍ତିରେ ଇକୋନା ଥାନା ଅଞ୍ଚଳରେ ହୃଦୟବିଦାରକ ଘଟଣା । ଗୋଟିଏ ପରିବାରର ୫ ଜଣକ ମୃତ୍ୟୁ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି । ଏକ ବନ୍ଦ ଘରୁ ସ୍ବାମୀ, ସ୍ତ୍ରୀଙ୍କ ସହିତ ୩ ପିଲାଙ୍କ ମୃତଦେହ ମିଳିଛି । ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି ।

ଖବର ମୁତାବକ, ୟୁପିର ଶ୍ରୀବାସ୍ତିରେ ଇକୋନା ଥାନା ଅଞ୍ଚଳରେ ବନକଟ ଗାଁରେ ପତିପତ୍ନୀ ଏବଂ ତାଙ୍କ ୩ ଛୁଆଙ୍କ ସନ୍ଦିଗ୍ଧ ମୃତ୍ୟୁ ହୋଇଥିଲା । ସମସ୍ତ ମୃତଦେହ ବନ୍ଦ ଘରେ ପଡିଥିଲା । ଘଟଣାର ପରିସ୍ଥିତି ଦେଖି ସନ୍ଦେହ କରାଯାଛି । ପରିଜନ ଏବଂ ଗାଁ ଲୋକ ବନ୍ଦ ଥିବା ଘରର କବାଟ ଭାଙ୍ଗିବା ପରେ ଭୟଙ୍କର ଦୃଶ୍ୟ ଦେଖିଥିଲେ । ତେବେ ମୃତକଙ୍କ ମଧ୍ୟରେ ୩୨ ବର୍ଷୀୟ ସ୍ବାମୀ, ୩୦ ବର୍ଷୀୟ ପତ୍ନୀ, ୬ ଏବଂ ୪ ବର୍ଷର ଝିଅ ଏବଂ ଦେଢବର୍ଷର ପୁଅ ରହିଥିଲା । ଘର ଭିତରୁ ବନ୍ଦ ରହିଥିଲା ।

ସୂଚନା ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି । ପୋଲିସ ଘଟଣାର ଯାଞ୍ଚ କରୁଛି । ତେବେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିନାହିଁ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme