Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

କାର୍ତ୍ତିକେଶ୍ଵର ଭସାଣି ବେଳେ ଗଣ୍ଡଗୋଳ ୧୦ ଗୁରୁତର ।

Posted on November 14, 2025

କାର୍ତ୍ତିକେଶ୍ଵର ଭସାଣି ବେଳେ ଗଣ୍ଡଗୋଳ ୧୦ ଗୁରୁତର ।

ଅନୁଗୋଳ ସଦର ଥାନା କରଡ଼ାଗାଡ଼ିଆ ଗ୍ରାମର ଗୋଟେ ପରିବାର କୁ ଆକ୍ରମଣ ହେବା ଫଳରେ ,୧୦ ଗୁରୁତର ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ଭର୍ତି ହୋଇଛନ୍ତି। ସୂଚନା ଅନୁସାରେ , ରାତି ସମୟରେ କରଡ଼ାଗାଡ଼ିଆ ଗ୍ରାମରେ ସାଆନ୍ତ ସାହି ପକ୍ଷରୁ କାର୍ତ୍ତିକେଶ୍ଵର ପୂଜା ଭସାଣି ହେଉଥିଲା। ସେହି ସମୟରେ ବିଶ୍ୱଜିତ୍ ଦେହୁରୀ କୌଣସି କାମରେ ବାହାରକୁ ଯାଇ ଘରକୁ ଫେରି ଥିଲେ। ସେହି ସମୟରେ ଭସାଣି କରୁଥିବା କିଛି ଯୁବକ ବିଶ୍ୱଜିତ୍ ଙ୍କୁ ଖରାପ ଭାଷାରେ ଗାଳି ଗୁଲଜ କରିବା ସହ ମାଡ ମାରି ପଳାଇ ଯାଇଥିଲେ। ବିଶ୍ୱଜିତ୍ ଙ୍କ ପରିବାର ଲୋକ କଣ ହେଲା ବୋଲି ବାହାରକୁ ଆସିବାରୁ ପୁଣି ଆଉ କିଛି ଯୁବକ ଆସି ମାରଣାସ୍ତ୍ର ରେ ପରିବାର ଲୋକଙ୍କୁ ମରଣାନ୍ତକ ଆକ୍ରମଣ କରି ପଳାଇ ଯାଇଥିଲେ। ଏହି ଆକ୍ରମଣରେ ଗୋଟିଏ ପରିବାର ୧୦ ଜଣ ଗୁରୁତର ହୋଇଥିଲେ। ଖବର୍ ପାଇଁ ସଦର ପୋଲିସ ପହଁଚି ସମସ୍ତ ଆହତଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ଭର୍ତି କରିଥିଲେ। ଗୁରୁତର ମାନଙ୍କ ମୁଣ୍ଡ, ହାତ, ପେଟ, ପିଠି ରେ ଗଭୀର ଆଘାତ ଲାଗିଛି। ଏ ପଟେ ଘଟଣା ସ୍ଥଳ କୁ ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଥିବା ଜଣା ପଡିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme