Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବିହାରରେ ପୁଣି ଏନଡିଏ ସରକାର: ଦଶମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତିଶ କୁମାର

Posted on November 15, 2025

ବିହାରରେ ପୁଣିଥରେ ଏନଡିଏ ସରକାର ଗଠନ ନିଶ୍ଚିତ। ବିଧାନସଭା ନିର୍ବାଚନରେ ଏନଡିଏ ୨୪୩ରୁ ୨୦୨ଟି ଆସନ ଜିତି ଦୃଢ଼ ବିଜୟ ହାସଲ କରିଛି। ସବୁଠାରୁ ବଡ଼ ଦଳ ଭାବରେ ବିଜେପି ୮୯ଟି ଆସନ ପାଇଛି, ଯେତେବେଳେ ଜେଡିୟୁ ୮୫ଟି ଆସନରେ ବାଜିମାତ କରିଛି। ଏପଟେ ଆରଜେଡି ୨୫ ଏବଂ କଂଗ୍ରେସ କେବଳ ୬ଟି ଆସନରେ ସୀମିତ ରହିଛି।

ଏହି ଭାରୀ ବିଜୟ ପରେ ନୀତିଶ କୁମାର ପୁଣିଥରେ ବିହାର ମୁଖ୍ୟମନ୍ତ୍ରୀ ଭାବେ ଦଶମ ଥର ପାଇଁ ଶପଥ ନେବେ, ଯାହା ରାଜ୍ୟର ରାଜନୀତିରେ ନୂଆ ରେକର୍ଡ ସୃଷ୍ଟି କରିବ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme