Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଶୀତୁଆ ସକାଳରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଝୁମିଲେ ଦର୍ଶକ

Posted on November 16, 2025

ଭୁବନେଶ୍ୱରରେ ଷ୍ଟ୍ରିଟ୍ କାର୍ଣ୍ଣିଭାଲ ବା ରାସ୍ତା ପାର୍ଶ୍ୱ ମେଳା । ରବିବାର ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍ ଅଫ୍ ଆର୍କିଟେକ୍ଟ ଓ ଭୁବନେଶ୍ୱର ମହାନଗର ନିଗମର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଛି ଷ୍ଟ୍ରିଟ୍ କାର୍ଣ୍ଣିଭାଲ । ଏଥିରେ ବହୁ କଳାକାର, ବାସ୍ତୁଶାସ୍ତ୍ର ବିଶାରଦ, ଡିଜାଇନର ଓ ସାଂସ୍କୃତିକ ଦଳ ଯୋଗ ଦେଇଛନ୍ତି । ଶୀତୁଆ ସକାଳର ମଜ୍ଜା ନେବା ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟ ଉପଭୋଗ କଲେ ଲୋକେ ।

ଏହି ମେଳା ମାଷ୍ଟର କ୍ୟାଣ୍ଟିନ ଛକରୁ ଗିରିଦୁର୍ଗା ମନ୍ଦିର ମଧ୍ୟରେ ଅନୁଷ୍ଠିତ ହୋଇଛି । ଏଥିରେ ଆପଣଙ୍କ ସହରକୁ ଜାଣନ୍ତୁ, ଥ୍ରୀଡି ଆର୍ଟ, ଜୁମ୍ବା, ଲାଇଭ୍ ମ୍ୟୁଜିକ୍, ଡ୍ୟାନ୍ସ, ବିଭିନ୍ନ ପ୍ରଦର୍ଶନ, ଆର୍କିଟେକ୍ଟଙ୍କ ଦ୍ୱାରା ଘରର ସୌନ୍ଦର୍ଯ୍ୟକରଣ, ବର୍ଜ୍ୟରୁ ପ୍ରସ୍ତୁତ ଶ୍ରେଷ୍ଠ ଫ୍ୟାସନ ଡିଜାଇନ୍ ସୋ, ବିଭିନ୍ନ ପେଣ୍ଟିଂ କଳା ଆଦି ପ୍ରଦର୍ଶିତ ହୋଇଛି । ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମର ମଜା ନେଇଛନ୍ତି ଦର୍ଶକ । ଏହି କାର୍ଯ୍ୟକ୍ରମରେ ଛୋଟ ଶିଶୁଙ୍କଠାରୁ ବରିଷ୍ଠ ନାଗରିକଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ପାଇଁ ଭରପୁର କାର୍ଯ୍ୟକ୍ରମ ହୋଇଥିଲା । ଏହି ଷ୍ଟ୍ରିଟ୍ କାର୍ଣ୍ଣିଭାଲରେ ସାଂସ୍କୃତିକ ସହ ଅନେକ ଜାଣିବା କଥା ଲାଭ କରିବାକୁ ମିଳିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବାହାଘର ଅଧାରୁ ତଡ଼ା ଖାଇଲେ ବର-କନ୍ୟା
  • ଟ୍ରକ୍ ସହ ଧକ୍କା ହେଲା ସ୍କୁଟି, ଦୁଇ ମହିଳା ଆହତ
  • ହାତୀ ଛୁଆକୁ ନେଉନି ମାଆ, ମଣିଷ ଛୁଇଁଥିବା ଭାବି ଦଳକୁ ଫେରିପାରୁନି ହାତୀ ଛୁଆ
  • ଅଧିବେଶନ ପୂର୍ବରୁ ମୋଦୀ କହିଲେ, ‘ଏହା ବିଜୟର ଅହଙ୍କାର କିମ୍ବା ନାଟକ କରିବାର ସ୍ଥାନ ନୁହେଁ’
  • କମିବ ଥଣ୍ଡାର ପ୍ରକୋପ; ଆଗାମୀ ୪ଦିନ ବଢିବ ରାତି ତାପମାତ୍ରା

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (284)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (60)
  • ରାଜ୍ୟ (906)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme