Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସୋମବାର ଶ୍ରୀବିଗ୍ରହଙ୍କ ପଇତା ଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Posted on November 16, 2025

ଶ୍ରୀମନ୍ଦିରରେ ଆସନ୍ତା ୧୭ ତାରିଖ ସୋମବାର ଶ୍ରୀବିଗ୍ରହଙ୍କ ପଇତା ଲାଗି ନୀତି ହେବ । ଏହା ଦଇତାପତି ସେବକଙ୍କ ଗୋଷ୍ଠୀଗତ ସେବା । ଅପରାହ୍ଣରୁ ସନ୍ଧ୍ୟା ସମୟରେ ଏହି ନୀତି ସମ୍ପନ୍ନ ହେବ । ଏହି ଗୁପ୍ତ ନୀତି ସମୟରେ ପ୍ରାୟ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ସମ୍ପନ୍ନ ହେବ । ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ସ୍ୱତନ୍ତ୍ର ସେବା ହୋଇଥାଏ । ମହାପ୍ରଭୁଙ୍କ ଏହା ଏକ ଗୁପ୍ତ ନୀତି ବୋଲି ସେବକମାନେ କହିଛନ୍ତି । ସୋମବାର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ପଇତା ଲାଗି ସମୟ ଧାର୍ଯ୍ୟ ହେବ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme