Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଧରାପଡ଼ିଲେ ଦୁଇ ଗଞ୍ଜେଇ ଚାଲାଣକାରୀ; କାର୍‌ ସହ ଗଞ୍ଜେଇ ଜବତ

Posted on September 27, 2025

କାର୍‌ରେ ଚାଲାଣ  ହେଇଥିଲା ଗଞ୍ଜେଇ । ପାଟ୍ରୋଲିଂ ବେଳେ ଧରାପଡ଼ିଲେ ଦୁଇ ଚାଲାଣକାରୀ । ୨ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ କଲା ଟାଙ୍ଗି ପୁଲିସ । କଟକ ଜିଲ୍ଲା ଟାଙ୍ଗି ଥାନା ମଙ୍ଗୁଳି ନିକଟରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ଟାଙ୍ଗି ଥାନା ଅଧିକାରୀ ଶିବ ପ୍ରସାଦ ଭଦ୍ରଙ୍କ ନିର୍ଦ୍ଦେଶ କ୍ରମେ ଟାଙ୍ଗି ପୁଲିସ ଏସଆଇ ହେମନ୍ତ ସାମଲ ମଙ୍ଗୁଳି ନିକଟରେ ପାଟ୍ରୋଲିଂ କରୁଥିଲେ। ଏହି ସମୟରେ ଢେଙ୍କାନାଳରୁ ଆସୁଥିବା ଏକ କାର୍‌କୁ ଯାଞ୍ଚ କରିଥିଲେ । ଯାଞ୍ଚ କରିବା ବେଳେ ଗାଡ଼ିରେ ଗଞ୍ଜେଇ ଥିବା ଜାଣିବାକୁ ପାଇଥିଲେ । ଗଞ୍ଜେଇ ଚାଲଣ କରୁଥିବା ୨ ଜଣ ଯୁବକଙ୍କୁ ଗିରଫ କରିଥିଲେ । ଜବତ ଗଞ୍ଜେଇର ମୂଲ୍ୟ ୨ଲକ୍ଷରୁ ଉର୍ଦ୍ଧ୍ୱ ହେବ ବୋଲି  ସାମ୍ବାଦିକ ସମ୍ମିଳନୀ କରି ଏସଡିପିଓ ଉମାକାନ୍ତ ନାୟକ ପ୍ରକାଶ କରିଛନ୍ତି । ୨ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme