Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ହାତୀ ଆକ୍ରମଣରେ ଚାଲିଗଲା ଯୁବକଙ୍କ ଜୀବନ

Posted on November 16, 2025

ସୁନ୍ଦରଗଡ଼ ଜିଲ୍ଲା ରାଉରକେଲା ବନଖଣ୍ଡ ଅର୍ନ୍ତଗତ ଲାଠିକଟା ବ୍ଲକ ଏରଗେଡା ଗାଁରେ ଅଘଟଣ । ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଏରଗେଡା ଗ୍ରାମର ମାଙ୍ଗା କୁଜୁର।

ସୂଚନା ମୁତାବକ, ମାଙ୍ଗା କୁଜୁର ରବିବାର ସକାଳ ୭ଟାରେ ଶୌଚ ଲାଗି ନିକଟସ୍ଥ ଜଙ୍ଗଲକୁ ଯାଇଥିଲେ । ସେଠାରୁ ଘରକୁ ଫେରୁଥିବା ବେଳେ ଘନ କୁହୁଡ଼ି ଯୋଗୁଁ ହାତୀକୁ ଦେଖି ପାରି ନଥିଲେ । ଫଳରେ ହାତୀ ତାଙ୍କୁ ଶୁଣ୍ଢରେ ଟେକି କଚାଡ଼ି ଦେଇଥିଲା । ଗୁରୁତର ମାଙ୍ଗାଙ୍କୁ ପରିବାର ଲୋକ ହସ୍ପିଟାଲ ନେବା ବାଟରେ ତାଙ୍କର ମୃତ୍ୟୁ ହୋଇଛି। ଖବର ପାଇ ଲାଠିକଟା ପୁଲିସ ପହଞ୍ଚି ମୃତଦେହ ଜବତ କରିଛି । ଅନ୍ୟପକ୍ଷରେ ବନ କର୍ମଚାରୀ ଏରଗେଡା ଗ୍ରାମରେ ପହଞ୍ଚି ହାତୀକୁ ଘଉଡାଇବା ଲାଗି ଉଦ୍ୟମ କରୁଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme