Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଚାନ୍ଦା ପାଇଁ ଦିବ୍ୟାଙ୍ଗଙ୍କୁ ମାଡ଼

Posted on November 16, 2025

ଚାନ୍ଦା ପାଇଁ ଦିବ୍ୟାଙ୍ଗଙ୍କୁ ମାଡ଼ । ଦୋକାନ ଭଙ୍ଗାରୁଜା ସହ ଟଙ୍କା ଲୁଟିନେଇଥିବା ଅଭିଯୋଗ । ବାରଙ୍ଗ ଥାନା ଗୋଡିସାହି ଫାଣ୍ଡି ଷଣ୍ଢପୁର ଢାବା ଛକ ନିକଟରେ ଲୁଟ୍ ହୋଇଛି । ରତାଗଡା ଗାଁର ନିରଞ୍ଜନ ନାୟକ ଷଣ୍ଢପୁର ଛକରେ ଦୋକାନ କରିଛନ୍ତି । ଗତକାଲି ରାତିରେ କାର୍ତ୍ତିକେଶ୍ବର ଭସାଣୀ ଚାଲିଥିବାବେଳେ ୨୦ରୁ ୨୫ ଜଣ ଯୁବକ ଦୋକାନକୁ ଆସିଥିଲେ । ପରେ ଯୁବକମାନେ ଚାନ୍ଦା ମାଗିବାରୁ ମନା କରିଥିଲେ ନିରଞ୍ଜନ । ପରବର୍ତ୍ତୀ ସମୟରେ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ଦୋକାନ ଭଙ୍ଗାରୁଜା କରିଥିଲା । ୧୦ ହଜାର ଟଙ୍କା ଲୁଟିନେଇଥିଲେ ଲୁଟେରା । ଏନେଇ ନିରଞ୍ଜନ ଗୋଡିସାହି ଫାଣ୍ଡିରେ ଲିଖିତ ଅଭିଯୋଗ କରିଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme