Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଢେଙ୍କାନାଳ ୧୨ ଘଣ୍ଟିଆ ବନ୍ଦ; TPCODL ବିରୋଧରେ ଜନତାର କ୍ରୋଧ

Posted on November 17, 2025

TPCODLର ମନମୁଖୀ କାର୍ଯ୍ୟ, ଉଚ୍ଚ ବିଦ୍ୟୁତ ବିଲ ଓ ସ୍ମାର୍ଟ ମିଟର ବିରୋଧରେ ଢେଙ୍କାନାଳରେ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ ହେଉଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବା ଏହି ବନ୍ଦକୁ ଢେଙ୍କାନାଳ ବିଦ୍ୟୁତ ଉପଭୋକ୍ତା କ୍ରିୟାନୁଷ୍ଠାନ କମିଟି ଡାକରା ଦେଇଛି।

ବନ୍ଦର ପ୍ରଭାବରେ ସହରର ଗାଡ଼ି ମୋଟର ଚଳାଚଳ ପୂର୍ଣ୍ଣ ଠପ୍ ହୋଇପଡ଼ିଛି। ଦୋକାନ ବଜାର, ବେସରକାରୀ ସଂସ୍ଥା ସହ ସରକାରୀ କାର୍ଯ୍ୟାଳୟମାନେ ମଧ୍ୟ ଦିନଭରି ବନ୍ଦ ରହିଛି।

୫୫ ନମ୍ବର ଜାତୀୟ ରାଜପଥରେ ଶହ ଶହ ଗାଡ଼ି ଅଟକି ରହିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଯାତ୍ରୀମାନେ ଅସୁବିଧାରେ ପଡ଼ିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme