Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଟ୍ରକ୍ ଦୁର୍ଘଟଣା, ଚାଲିଗଲା ଚାଳକଙ୍କ ଜୀବନ

Posted on November 17, 2025

ରାୟଗଡ଼ା ଜିଲ୍ଲା ବିଷମ କଟକ ବ୍ଲକ ବୁଡୁଣି ଛକ ରାଜ୍ୟ ରାଜପଥରେ ଟ୍ରକ ଓଲଟିଯିବା ଫଳରେ ଚାଳକ ମୃତ୍ୟୁବରଣ କରିଥିବା ଜଣାପଡିଛି । ମୃତ ଚାଳକ ଜଣଙ୍କ ହେଲେ ଉତ୍ତର ପ୍ରଦେଶର। ଏକ ଲୁହା ବୋଝେଇ ଟ୍ରକ୍ ବିଶାଖାପାଟଣାରୁ ରାଉରକେଲା ଅଭିମୁଖେ ଯାଉଥିବା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡ଼ିଥିଲା। ଚାଳକ ଜଣଙ୍କ ଗାଡି ତଳେ ଚାପି ହୋଇ ରହିଥିବା ବେଳେ ବିଷମ କଟକ ପୁଲିସ୍ ଓ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଚାଲୁରଖିଥିବI ବେଳେ ଦୀର୍ଘ ଘଣ୍ଟା ପରେ ଚାଳକଙ୍କ ମୃତଦେହ ଉଦ୍ଧାର କରାଯାଇଛି।

ତେବେ ଗାଡ଼ି ତଳେ ହେଲ୍ପର ରହିଯାଇ ଥିବା ଅନୁମାନ କରାଯାଉଥିବା ବେଳେ ଅଗ୍ନିଶମ ବିଭାଗ  କର୍ମଚାରୀ ମାନେ ଗ୍ୟାସ କଟର ସାହାଯ୍ୟରେ ଲୁହା ଗୁଡ଼ିକ କାଟିବା ସହ ଉଦ୍ଧାର କାର୍ଯ୍ୟ ଚାଲୁ ରଖିଛନ୍ତି । ସକାଳୁ ସକାଳୁ ଘନ କୁହୁଡି ଯୋଗୁ ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି। ପୁଲିସ ଘଟଣାରେ ତଦନ୍ତ କରୁଥିବା ବେଳେ ମୃତକଙ୍କ ପରିଚୟ ମିଳି ପାରିନାହିଁ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme