Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଗଛରେ ପିଟି ହୋଇ ବାଇକ୍ ଆରୋହୀ ମୃତ

Posted on November 17, 2025

ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍‌ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ ଜଣକ ହେଲେ ଆଠମଲ୍ଲିକ ଥାନା ନୂଆଗଡ଼ ଗ୍ରାମର ପ୍ରଦୀପ ନାୟକ ।

ଘଟଣାରୁ ଜଣାପଡ଼ିଛି ଯେ, ପ୍ରଦୀପ କୌଣସି କାମରେ ଠାକୁରଗଡ଼ ରାଜିଙ୍ଗ ଅଞ୍ଚଳକୁ ଆସିଥିଲେ। ପରେ ସେ ତାଙ୍କ ବାଇକ୍‌ ଯୋଗେ ତାଙ୍କ ନୂଆଗଡ଼ ଗ୍ରାମକୁ ଯାଉଥିବାବେଳେ ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ    ହୋଇଥିଲେ। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ପ୍ରଦୀପଙ୍କର ମୃତ୍ୟୁ ହୋଇଥିଲା। ଖବର ପାଇ ଠାକୁରଗଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ବାଇକ୍‌କୁ ଜବତ କରିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

August 2026
M T W T F S S
 12
3456789
10111213141516
17181920212223
24252627282930
31  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme