Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଭାଲୁ ଆକ୍ରମଣ ରେ ମହିଳା ଚାଷୀ ଗୁରୁତର, ଅବସ୍ଥା ସଙ୍କଟାପର୍ନ…

Posted on September 27, 2025

ଅନୁଗୋଳ ଜିଲ୍ଲା କଣିହାଁ ବନାଞ୍ଚଳ ପୋଡାଗଡ ଗାଁରେ ଭାଲୁ ଆକ୍ରମଣରେ ଜଣେ ମହିଳା ଚାଷୀ ଗୁରୁତର ହୋଇଛନ୍ତି l ଗୁରୁତର ମହିଳା ହେଲେ ସେହି ଗାଁର ସୁଭଦ୍ରା ଦେହୁରୀ । ସୂଚନା ଅନୁସାରେ , ସୁଭଦ୍ରା ଧାନ ବିଲକୁ ଘାସ ବାଛିବାକୁ ଯାଇଥିବା ବେଳେ ଜଙ୍ଗଲ ରୁ ଖାଦ୍ୟ ଅନ୍ବେଷଣରେ ଆସିଥିବା ଏକ ଭାଲୁ ମହିଳା ଚାଷୀ ବିଲରେ କାମ କରୁଥିବା ସମୟରେ ଭାଲୁଟି ତାଙ୍କୁ ଆକ୍ରମଣ କରିଥିଲା ।

ଫଳରେ ଅନ୍ୟ ଚାଷୀ ମାନେ ସୁଭଦ୍ରାଙ୍କ ପାଟିସୁଣି ଭାଲୁକୁ ଘଉଡ଼ାଇବା ସହ ସୁଭଦ୍ରାଙ୍କୁ ଉଦ୍ଧାର କରି କଣିହାଁ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା I ପରେ ଅବସ୍ଥା ସଙ୍କଟାପର୍ନ ହେବାରୁ ତାକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ସ୍ଥାନସ୍ତରିତ କରାଯାଇଛି I

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme