Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବସ ଷ୍ଟାଣ୍ଡ ପାଖ ନାଳରେ ବୁଡି ଜଣେ ବୃଦ୍ଧଙ୍କର ମୃତ୍ୟୁ

Posted on September 29, 2025

ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା କନ୍ତୋର ଗାଁ ବସ ଷ୍ଟାଣ୍ଡ ପାଖ ନାଳରେ ବୁଡି ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି। ମୃତକ ଜଣଙ୍କ କନ୍ତୋର ଗାଁର ବସନ୍ତ ବିଶ୍ୱାଳ। ବସନ୍ତ ଘର ପାଖ ନାଳକୁ ଶୌଚ ହେବାକୁ ଯାଇଥିବା ବେଳେ ଅସାବଧାନତା କାରଣରୁ ନାଳରେ ବୁଡି ଯାଇଥିଲେ। ସ୍ଥାନୀୟ ଲୋକମାନେ ପୋଲସକୁ ଖବର ଦେବା ପରେ ମୃତ ଦେହ ଉଦ୍ଧାର କରାଯାଇ ଶବ ବ୍ୟବଚ୍ଛେଦ ପାଇଁ ପରଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ତେବେ ବସନ୍ତଙ୍କ ମୃତ୍ୟୁକୁ ନେଇ ଗାଁରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme