Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଓଲଟିଲା ଗୋରୁ ବୋଝେଇ ପିକଅପ ଭ୍ୟାନ, ୧୨ ମୃତ

Posted on November 20, 2025

ଓଲଟିଲା ଗୋରୁ ବୋଝେଇ ପିକଅପ ଭ୍ୟାନ । ଭ୍ୟାନ ଓଲଟି ୧୨ ମୃତ, ୬ଟି ଗୋରି ଉଦ୍ଧାର । ଗୋ-ଚାଲାଣ ବେଳେ ଭଦ୍ରକ ଗେଲଟୁଆ ବରମୁଣ୍ଡା ନିକଟରେ ଦୁର୍ଘଟଣା । ଦୁର୍ଘଟଣା ପରେ ଗାଡ଼ିକୁ ପୋଡି ଦେଲେ ଉତ୍ୟକ୍ତ ଲୋକ । ଆଜି ଭୋର ସମୟରେ ଅଗରପଡ଼ା ଅଞ୍ଚଳରୁ ଏକ ପିକଅପ ଭ୍ୟାନରେ ଗୋରୁ ବୋଝେଇ ହୋଇ ଭଦ୍ରକ ଅଭିମୁଖେ ଆସୁଥିଲା । ଦ୍ରୁତ ଗତିରେ ଆସୁଥିବାବେଳେ ଭାରସାମ୍ୟ ହରାଇ ଭ୍ୟାନଟି ଓଲଟି ପଡିଥିଲା । ଫଳରେ ପିକଅପ ଗାଡିରେ ଥିବା ୧୮ଟି ଗୋରୁଙ୍କ ମଧ୍ୟରୁ ୧୨ଟି ଗୋରୁଙ୍କ ମୃତ୍ୟୁ ହୋଇଥିଲା ।

ସ୍ଥାନୀୟ ଲୋକେ ଉତ୍ତେଜିତ ହୋଇ ଦୁର୍ଘଟମାଗ୍ରସ୍ତ ଗାଡିରେ ନିଆଁ ଲଗାଇ ଦେଇଥିଲେ । ଖବର ପାଇ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଓ ଦମକଳ ବାହିନୀ ପହଂଚି ନିଆଁ କୁ ଆୟତ୍ତ କରିବା ସହିତ ଘଟଣାର ତଦନ୍ତ ଜାରି ରଖିଛି । ଦୁର୍ଘଟଣା ପରେ ଡ୍ରାଇଭର ଫେରାର ହୋଇଯାଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme