Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଛାତ୍ରଛାତ୍ରୀଙ୍କୁ ୟୁନିଫର୍ମ ଯୋଗାଇ ଦେବାକୁ ଗଣଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶ

Posted on November 20, 2025

ସ୍କୁଲ ଛାତ୍ରଛାତ୍ରୀଙ୍କୁ କାହିଁକି ଆଜିଯାଏଁ ୟୁନିଫର୍ମ ମିଳୁନି । ତୁରନ୍ତ ଛାତ୍ରଛାତ୍ରୀଙ୍କୁ ଡ୍ରେସ ଦେବାକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ଏନ.ତିରୁମାଲା ନାୟକ । ଯେତେ ଶୀଘ୍ର ସମ୍ଭବ ୟୁନିଫର୍ମ ଦେବାକୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି ବିଭାଗ । ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ବିଭାଗ ଗତକାଲି ଆଲୋଚନା କରିଛି ।

ଏଥିରେ SHG ମହିଳା ଅବହେଳା କରିଛନ୍ତି । ଅଧିକାଂଶ ଜିଲ୍ଲାରେ ୮୦ ପ୍ରତିଶତ ଛାତ୍ରଛାତ୍ରୀଙ୍କୁ ଡ୍ରେସ ଦିଆଯାଇଛି । ଯେଉଁଠି ମିଳିନି ଅତିଶୀଘ୍ର ଦିଆଯିବ । ବିକଳ୍ପ ବ୍ୟବସ୍ଥା କରାଯାଉଛି । କୌଣସି ଜାଗାରେ ଅବହେଳା ହୋଇଥିଲେ । ତୁରନ୍ତ ତାହାର ସୁଧାର ଆଣିବୁ । ଯେଉଁ SHG ଶୀଘ୍ର ଦେଉନାହାନ୍ତି । ତାଙ୍କୁ ବାତିଲ କରାଯିବ ।ସ୍କୁଲ ଛାତ୍ରଛାତ୍ରୀଙ୍କୁ ତୁରନ୍ତ ଡ୍ରେସ ଦେବାକୁ ଗତ ଜୁନ୍ ମାସରେ ଡିଇଓ ମାନଙ୍କୁ ଚିଠି ହୋଇଥିଲା । ଜୁଲାଇ ୧୫ ତାରିଖ ସୁଦ୍ଧା ୟୁନିଫର୍ମ ଯୋଗାଇବାକୁ ଚିଠି କରାଯାଇଥିଲା । ହେଲେ ଆଜି ଗଣଶିକ୍ଷା ବିଭାଗର ନିଦ ଭାଙ୍ଗିଛି । ତୁରନ୍ତ ଡ୍ରେସ ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme