Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ରୁପା ଦର ସ୍ଥିର ଥିବା ବେଳେ ସୁନା ଦରରେ ହେଲା ପରିବର୍ତ୍ତନ

Posted on November 20, 2025

ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୪,୬୯୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୪,୩୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୪,୬୯୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୪,୩୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୪,୬୯୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୪,୩୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୪,୮୪୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୪,୪୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୨୫,୪୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୫,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୪,୬୯୦ ଓ ୧,୧୪,୩୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୬୫,୦୦୦ ଟଙ୍କା ହୋଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme