Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ; ରତ୍ନ ଅଳଙ୍କାର ଗଣତି, ନାଟମଣ୍ଡପ ଦର୍ଶନ ବ୍ୟବସ୍ଥା ନେଇ ଆଲୋଚନା।

Posted on November 21, 2025

ଆଜି ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ଏଥିରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ଜିଲ୍ଲାପାଳ, ଏସପି ସହିତ ସମସ୍ତ ସଦସ୍ୟ ଏବଂ ବରିଷ୍ଠ ଅଧିକାରୀମାନେ ଯୋଗଦେବେ।

ବୈଠକରେ ମହାପ୍ରଭୁଙ୍କ ରତ୍ନ ଅଳଙ୍କାରର ଗଣତି ମଣତି କେବେ କରାଯିବ ସେନେଇ ଆଲୋଚନା ହେବ। ନାଟମଣ୍ଡପରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ତିଆରି ହୋଇଥିବା କାଠ ରାମ୍ପରେ କୌଣସି ପରିବର୍ତ୍ତନ ଆବଶ୍ୟକ କି ନାହିଁ ସେଥି ମଧ୍ୟ ଚର୍ଚ୍ଚାର ବିଷୟ ହେବ।

ମନ୍ଦିର ସୁରକ୍ଷା ବ୍ୟବସ୍ଥା, ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ଏବଂ ମହାପ୍ରଭୁଙ୍କ ଜମିଜମା ସମସ୍ୟା ଉପରେ ମଧ୍ୟ ବିସ୍ତୃତ ଆଲୋଚନା କରାଯିବ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme