Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଦାନବାକ୍ସ ଭାଙ୍ଗି ଲୁଟିନେଲେ ଟଙ୍କା ପଇସା ସହ ଅଳଙ୍କାର

Posted on September 29, 2025

ମନ୍ଦିର ତାଲା ଭାଙ୍ଗି ଚୋରି । ଦାନ ବାକ୍ସ ଭାଙ୍ଗିବା ସହ ଅଳଙ୍କାର, ଘଣ୍ଟ ଆଦି ସାମଗ୍ରୀ ଚୋରୀ କରିନେଇଛନ୍ତି ଦୁର୍ବୃତ୍ତ । ବାରଙ୍ଗ ତ୍ରିଶୂଳିଆ ଛକ ନିକଟସ୍ଥ ରାମେଶ୍ବର ମହାଦେବ ମନ୍ଦିରରୁ ବିଳମ୍ବିତ ରାତିରେ ହୋଇଛି ଚୋରି । ସକାଳୁ ମନ୍ଦିର ପୂଜକ ତାଲା ଭଙ୍ଗା ଯାଇଥିବା ଦେଖି ମନ୍ଦିର କମିଟିକୁ ଜଣାଇଥିଲେ । ଖବର ପାଇ ବାରଙ୍ଗ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ସିସିଟିଭି ଆଧାରରେ ତଦନ୍ତ କରୁଛି।

ଠାକୁରଙ୍କ ଦାନବାକ୍ସ ଭାଙ୍ଗି ଲୁଟିନେଇ ଯାଇଛନ୍ତି ଟଙ୍କା ପଇସା । ତେବେ ଏଭଳି ଏକ ଅଭାବନୀୟ ଘଟଣା ଗତକାଲି ରାତିରେ ଘଟିଛି । ସକାଳେ ପୂଜକ ମନ୍ଦିର ଖୋଲିବାକୁ ଆସିଥିବାବେଳେ ତାଲା ଭଙ୍ଗାଯାଇଥିବାର ଦେଖିଥିଲେ । ଏନେଇ ପୋଲିସକୁ ଖବର ଦେବାପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ଯାହାପରେ ପୋଲିସ ଏନେଇ ଅଧିକ ଛାନଭିନ ଆରମ୍ଭ କରିଛି ଏବଂ ଖୁବ ଶୀଘ୍ର ଚୋରକୁ ଧରିବାର ଚେଷ୍ଟା କରୁଛନ୍ତି ପୋଲିସ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme