Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ନେଇ ବଢିଲା ବିବାଦ, ୨ ମ୍ୟାନଜରଙ୍କ ନାଁରେ ଏତଲା

Posted on November 21, 2025

ହ୍ୟୁମାନ ସାଗରଙ୍କ ଅକାଳ ଦେହାନ୍ତକୁ ନେଇ ରାଜ୍ୟରେ ବିବାଦ ଦିନକୁ ଦିନ ବଢ଼ୁଛି। କୋଶଳ ବାଦୀ ସଂଗଠନ ସହ ଅନ୍ୟାନ୍ୟ ସଂଗଠନ ଆଜି ଟାଉନ ଥାନାରେ ଅଭିଯୋଗ ଦାଖଲ କରିଛନ୍ତି।

ହ୍ୟୁମାନ ସାଗରଙ୍କ ଇଭେଣ୍ଟ ମ୍ୟାନେଜର ଦୀନେଶ ବେହେରା ଓ ପ୍ରଶାନ୍ତ ବେହେରାଙ୍କ ନାଁରେ ଗୁରୁତର ଅଭିଯୋଗ ହୋଇଛି। ସଂଗଠନମାନେ ଦାବି କରିଛନ୍ତି ଯେ, ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ନେଇ ସଠିକ୍ ତଦନ୍ତ ହେବା ଆବଶ୍ୟକ।

ଦିନେଶ ଓ ପ୍ରଶାନ୍ତଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସଂଗଠନମାନେ ଜୋରଦାର ଦାବି କରୁଛନ୍ତି। ଘଟଣାର ସତ୍ୟତା ଉଜାଗର ପାଇଁ ଶୀଘ୍ର ତଦନ୍ତ ଆବଶ୍ୟକ ବୋଲି ମତ ପ୍ରକାଶ କରାଯାଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme