Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଘଟିଥାନ୍ତା ବାହାନଗା ଭଳି ଦୁର୍ଘଟଣା; ଅଳ୍ପକେ ଟଳିଲା ଦୁର୍ଘଟଣା

Posted on September 29, 2025

ବାହାନଗା ଭଳି ବଡ଼ ଦୁର୍ଘଟଣା ଘଟିଥାନ୍ତା । ଅଳ୍ପକେ ଟଳିଗଲା ଦୁର୍ଘଟଣା । ସୋର ଷ୍ଟେସନରେ ଘଟିଥାନ୍ତା ବାହାନଗା ଭଳି ଦୁର୍ଘଟଣା ।

ସୂଚନା ମୁତାବକ, ସୋର ରେଳ ଷ୍ଟେସନରେ ହାୱଡା-ଭୁବନେଶ୍ୱର ଜନ ଶତାବ୍ଦୀ ଏକ୍ସପ୍ରେସ ଗତ କାଲି ସଂଧ୍ୟା ୫ଟା ୩୬ ମିନିଟରେ ପହଁଞ୍ଚି ୫ଟା ୪୬ ମିନିଟରେ ଛାଡ଼ିଥାନ୍ତା । ସିଗନାଲ ଦିଆଯାଇଥିଲା ।  ମାତ୍ର ସେହି ସମୟରେ ହାୱଡ଼ାରୁ ପୁରୀ ଅଭିମୁଖେ ଯାଉଥିବା ଶତାଦ୍ଦୀ ଏକ୍ସପ୍ରେସ ଗ୍ରୀନ ସିଗନାଲ ପାଇ ନଥିବାରୁ ମନ୍ଥର ଗତିରେ ଆସିଥିଲା ।  ମାତ୍ର ଲୋକୋ ପାଇଲଟ ଅସାବଧାନତା ହେତୁ ଟ୍ରେନଟିକୁ ସୋର ଷ୍ଟେସନରୁ ଆଗକୁ ଗଡା଼ଇ ଦେଇଥିଲେ ।  ଫଳରେ ପୂର୍ବ ଟ୍ରେନକୁ ମିଳିଥିବା ସିଗନାଲଟି ରେଡ ଲାଇଟ ସଂକେତ ଦେଇଥିଲା  ।  ଫଳରେ ହାଉଡା ଜନ ଶତାଦ୍ଦୀକୁ ସୋର ଷ୍ଟେସନ ଛିଡ଼ା କରାଇ ଶତାବ୍ଦୀ ଏକ୍ସପ୍ରେସକୁ ମାର୍କୋଣା ଷ୍ଟେସନରେ ଛିଡ଼ା କରାଇଥିଲେ ।  ମାର୍କୋଣା ଷ୍ଟେସନରେ ଟ୍ରେନ ଡ୍ରାଇଭର, ଅତିରିକ୍ତ ଡ୍ରାଇଭର ଓ ଗାର୍ଡଙ୍କୁ ଅପସାରଣ କରାଯାଇଛି । ଉଚ୍ଚ ପଦାଧିକାରୀ ଘଟଣା ସ୍ଥଳରେ ପହଞ୍ଚି ୩ ଜଣ କର୍ମଚାରୀଙ୍କୁ ପଚରା ଉଚୁରା କରୁଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme