Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

କୋଣାର୍କ ପରିଦର୍ଶନ କଲେ ମୁଖ୍ୟ ବିଚାରପତି, ବିମୋହିତ କଲା ସୂର୍ଯ୍ୟମନ୍ଦିରର ସୂକ୍ଷ୍ମ କାରୁକାର୍ଯ୍ୟ

Posted on November 22, 2025

ସୂର୍ଯ୍ୟମନ୍ଦିର ପରିଦର୍ଶନ କଲେ ବ୍ରାଜିଲର ମୁଖ୍ୟ ବିଚାରପତି। ଶନିବାର ମୁଖ୍ୟ ବିଚାରପତି ଆଣ୍ଟୋନିଅ ହରମାନ ବୋଞ୍ଜାମିନ କୋଣାର୍କରେ ପହଞ୍ଚିବା ପରେ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିଥିଲେ। ସ୍ବୀକୃତିପ୍ରାପ୍ତ ଗାଇଡ ବିଶେଶ୍ୱର ଦାଶ ସୂର୍ଯ୍ୟମନ୍ଦିରର ଐତିହାସିକ ତଥ୍ୟ ବୁଝାଇ ଦେଖାଇଥିଲେ। କୋଣାର୍କର ସୂକ୍ଷ୍ମ କାରୁକାର୍ଯ୍ୟ ଦେଖି ସେ ବିମୋହିତ ହୋଇପଡ଼ିଥିଲେ।

ବ୍ରାଜିଲ୍ ମୁଖ୍ୟ ବିଚାରପତି ଆଣ୍ଟୋନିଅ ହରମାନ ବୋଞ୍ଜାମିନଙ୍କ ଗସ୍ତ ସମୟରେ ଅତିରିକ୍ତ ଜିଲ୍ଲାପାଳ ଶରତ ବେହେରା, କୋଣାର୍କ ପର୍ଯ୍ୟଟନ ଅଧିକାରୀ ଅମୀୟ କୁମାର ସେଠୀ ପ୍ରମୁଖ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ। ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡ଼ି କରାଯାଇଥିଲା।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme