Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୬୯ ଲକ୍ଷ ହଡପ, ପୂର୍ବତନ କିରାଣି ଗିରଫ ।

Posted on November 22, 2025

୬୯ ଲକ୍ଷ ହଡପ, ପୂର୍ବତନ କିରାଣି ଗିରଫ । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଟ୍ରେଜେରୀ ପୂର୍ବତନ ବରିଷ୍ଠ କିରାଣି ମନୋରଞ୍ଜନ ସାହୁ ଗିରଫ । ଟ୍ରେଜେରୀର ୬୮ଲକ୍ଷ ୮୫ ହଜାର ୪୯୭ ଟଙ୍କା ହଡ଼ପ ଅଭିଯୋଗରେ ତାଙ୍କୁ ବାନ୍ଧିଛି ଭିଜିଲାନ୍ସ । ମନୋରଞ୍ଜନ ସାହୁ ପରିବାର ପେନସନଧାରୀଙ୍କ ଟଙ୍କାକୁ ନିଜ ବ୍ୟାଙ୍କ ଆକାଉଣ୍ଟ ଏବଂ କିଛି ସମ୍ପର୍କୀୟଙ୍କ ଆକାଉଣ୍ଟଙ୍କୁ କ୍ରେଡିଟ୍ କରିଥିଲେ ।

ଟଙ୍କା ହଡ଼ପ ନେଇ ଅଭିଯୋଗ ପରେ ତଦନ୍ତ କରିଥିଲା ଭିଜିଲାନ୍ସ । ଦୁଇ ବର୍ଷ ହେଲା ସେ ଫେରାର ରହିଥିଲେ । ଶେଷରେ ତାଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି । ଏହି ମାମଲାରେ କଟକ ଭିଜିଲାନସରେ ଏକ ମାମଲା ରୁଜୁ ହୋଇଛି । ଦୁର୍ନୀତି ନିବାରଣ ଆଇନରେ ମାମଲା ରୁଜୁ ସହ ତଦନ୍ତ ଜାରି ରହିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

August 2026
M T W T F S S
 12
3456789
10111213141516
17181920212223
24252627282930
31  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme