Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସାମ୍ବାଦିକଙ୍କୁ ଗୁଳି, ଆହତ ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

Posted on September 29, 2025

ସାମ୍ବାଦିକଙ୍କୁ ଗୁଳି । ଘରେ ପଶି ରାତି ଅଧିରେ ଗୁଳିମାଡ଼ ଅଭିଯୋଗ । କଟକ ଜିଲ୍ଲା ମାଣିଆ ବନ୍ଧ ଥାନା ସୁନ୍ଦରିଆ ଗାଁରେ ଗୁଳିକାଣ୍ଡ । ଏକ ଘରୋଇ ଟିଭି ଚ୍ୟାନେଲର ସାମ୍ବାଦିକ ମନୋଜ ନାଏକଙ୍କୁ ଗୁଳି ମାଡ଼ ହୋଇଛି । ତାଙ୍କ ଡାହାଣ କାନ୍ଧ ଓ ବାମ ହାତରେ ଗୁଳି ବାଜିଛି । ତାଙ୍କୁ ଆହତ ଅବସ୍ଥାରେ ମାଣିଆବନ୍ଧ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଗୁଳିମାଡ଼ ହୋଇଥିବା ସୂଚନା ମିଳିଛି । ରାତିରେ ଶୋଇଥିବା ବେଳେ ତାଙ୍କୁ ନିଦରୁ ଉଠାଇ ଦୁର୍ବୃତ୍ତ ଗୁଳିମାଡ଼ କରିଥିବା ଅଭିଯୋଗ ହୋଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ରାସ୍ତା ଜଳିଗଲା ହାଇୱା, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (901)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme