Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବସ୍- ସ୍କୁଟି ମୁହାଁମୁହିଁ ଧକ୍କା, ଦୁଇ ଆରୋହୀ ମୃତ

Posted on November 22, 2025

ଭଦ୍ରକ ଚାନ୍ଦବାଲି ରାସ୍ତାର କମାରିଆ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଘରୋଇ ବସ୍ ସହ ସ୍କୁଟି ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ଦୁଇ ଜଣ ସ୍କୁଟି ଆରୋହୀ ରାସ୍ତା କଡକୁ ଛିଟିକି ପଡିଥିଲେ। ଘଟଣା ସ୍ଥଳରେ ଦୁଇ ଜଣ ମୃତ୍ୟୁ ଘଟିଛି। ମୃତକ ଦୁଇ ଜଣ ଗୋଲଖ ଦାସ ଓ ଦୈତାରୀ ପୁହାଣ ବୋଲି ସୂଚନା । ମୃତକ ତିହିଡି ଥାନା ଅଧୀନ ଶୟା ପଞ୍ଚାୟତ ବଳିଚତୁରି ଗ୍ରାମର ବୋଲି ସୂଚନା ।ଘଟଣା ସ୍ଥଳରେ ବସକୁ ଅଟକ ରଖିଛନ୍ତି ସ୍ଥାନୀୟ ଲୋକମାନେ। ଡ୍ରାଇଭର ଫେରାର ଜଣାପଡିଛି। ମୃତକ ଦୁଇ ଜଣ ତିହିଡି ଅଞ୍ଚଳର ବୋଲି ଜଣାପଡିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

August 2026
M T W T F S S
 12
3456789
10111213141516
17181920212223
24252627282930
31  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme