Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବାଲି ବୋଝେଇ ଟ୍ରାକ୍ଟର ଓଲଟି ନାବାଳକ ମୃତ

Posted on November 23, 2025

ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଭ୍ରମରପୁର ବାହୁଦା ନଦୀ ପଠାରେ ବାଲି ଚାଲାଣ ବେଳେ ଓଲଟି ପଡ଼ିଲା ଟ୍ରାକ୍ଟର। ବାଲିଗାଡ଼ି ସହ ତଳେ ଚାପିହୋଇ ନାବାଳକ ମୃତ। ଦୁର୍ଘଟଣାରେ ଅନ୍ୟ ଜଣେ ବ୍ୟକ୍ତି ଆହତ ସୂଚନା। ଜେସିବି ସାହାଯ୍ୟରେ ଟ୍ରାକ୍ଟରକୁ ଉଠାଇ ନାବାଳକର ମୃତଦେହ ଉଦ୍ଧାର କରାଯାଇଛି। ବାଲି ଚାଲାଣ ନେଇ ସ୍ଥାନୀୟଲୋକ ଅସନ୍ତୋଷ ପ୍ରକାଶ କରିବା ସହ କ୍ଷତିପୂରଣ ଦାବି କରିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

August 2026
M T W T F S S
 12
3456789
10111213141516
17181920212223
24252627282930
31  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme