Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ନୂଆଦିଲ୍ଲୀରେ ନଡ୍ଡାଙ୍କୁ ଭେଟିଲେ ମୋହନ ମାଝୀ, ରାଜ୍ୟର ଉନ୍ନତି ଉପରେ କଲେ ଆଲୋଚନା

Posted on November 23, 2025

ନୂଆପଡ଼ା ଉପନିର୍ବାଚନରେ ବିଜୟ ପରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନୂଆଦିଲ୍ଲୀରେ ବିଜେପି ରାଷ୍ଟ୍ରୀୟ ସଭାପତି ଓ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡାଙ୍କୁ ଭେଟିଲେ । ସୌଜନ୍ୟ ମୂଳକ ଏହି ସାକ୍ଷାତକାଳରେ ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମି, ଭବିଷ୍ୟତ କାର୍ଯ୍ୟପନ୍ଥା ଏବଂ ଦଳର ବଳିଷ୍ଠ ପ୍ରଦର୍ଶନ ଉପରେ ଆଲୋଚନା ହୋଇଥିଲା ।

ମୁଖ୍ୟମନ୍ତ୍ରୀ ଏକ୍ସରେ ପୋଷ୍ଟ କରି ନଡ୍ଡାଙ୍କ ମାର୍ଗଦର୍ଶନ ତାଙ୍କୁ ଅଧିକ ଉତ୍ସାହ ସହ କାମ କରିବାକୁ ପ୍ରେରଣା ଦେବ ବୋଲି କହିଛନ୍ତି । ନୂଆପଡ଼ା ବିଜୟ ମୋହନ ମାଝୀ ସରକାରର ୧୭ ମାସରେ ଲୋକପ୍ରିୟତା ବୃଦ୍ଧି ଓ ଦଳରେ ତାଙ୍କ ପତିଆରାକୁ ଆହୁରି ମଜବୁତ କରିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme