Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମ୍ୟାନେଜରଙ୍କୁ ହାଣି ଟଙ୍କା ଲୁଟ୍

Posted on November 24, 2025

ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ଷ୍ଟେସନ ରୋଡ଼ରେ ଥିବା ଏକ ବାର୍‌ର ମ୍ୟାନେଜର ଓ ତାଙ୍କ ସହଯୋଗୀ ଗତକାଲି ବିଳମ୍ବିତ ରାତିରେ ଘରକୁ ଫେରୁଥିବା ବେଳେ ୧୬ ନମ୍ବର ଜାତୀୟ ରାଜପଥ ଉପରେ ତାଙ୍କୁ ଆକ୍ରମଣ କରି ଟଙ୍କା ସହିତ  ମୋବାଇଲ ଲୁଟିନେଲେ ଦୁର୍ବୃତ୍ତl ଗତକାଲି ବିଳମ୍ବିତ ରାତିରେ ୩ଜଣ ଦୁର୍ବୃତ୍ତ ଏକ ପଲସର ବାଇକରେ ଆସି ପ୍ରଥମେ ତାଙ୍କ ଗାଡ଼ିକୁ ଆଡ୍ଡା ପକାଇଥିଲେl ପରେ ବାର୍‌ର  ମ୍ୟାନେଜରଙ୍କ ହାତ ଓ ସହଯୋଗୀଙ୍କ ଅଣ୍ଟାକୁ କଟୁରିରେ ଆକ୍ରମଣ କରିଥିଲେ l ପରେ ତାଙ୍କ ଠାରୁ ଟଙ୍କା ଓ ମୋବାଇଲ ନେଇ ଫେରାର ହୋଇଯାଇଥିଲେl

ସ୍ଥାନୀୟ ଲୋକେ ଉଦ୍ଧାର କରି ପ୍ରଥମେ ଖନ୍ତାପଡ଼ା ମେଡିକାଲ ପରେ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ବାଲେଶ୍ୱର ଫକୀର ମୋହନ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି l ଯୁବକ ଜଣକ ହେଉଛନ୍ତି କସବା ଜୟପୁର ପଂଚାୟତ ଓଳିଆ ପଟଣା ଗାଁରେ ରହୁଥିବା ପୁନେଶ୍ୱର କୁମାର ଓ ତାଙ୍କ ସହଯୋଗୀ ଛଟୁ ବୋଲି ଜଣା ପଡ଼ିଛି। ତେବେ ଖବର ଲେଖା ହେବା ବେଳକୁ ଖନ୍ତାପଡା ଥାନାରେ ଅଭିଯୋଗ ହୋଇନଥିବା ଜଣା ପଡ଼ିଛି। ତେଣେ ଦିନକୁ ଦିନ ଜାତୀୟ ରାଜପଥରେ ଏଭଳି ଘଟଣା ଘଟୁଥିବାରୁ ଜିଲ୍ଲା ପ୍ରଶାସନ ଏହାକୁ ଗୁରୁତ୍ବ ଦେବାକୁ ବୁଦ୍ଧିଜୀବୀ ମହଲରେ ଦାବି ହେଉଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme