Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଗୋବିନ୍ଦପୁରସ୍ଥିତ ସରକାରୀ ବାଳିକା ହଷ୍ଟେଲରୁ ୩ ଛାତ୍ରୀ ନିଖୋଜ ।

Posted on November 24, 2025

ସମ୍ବଲପୁର ବାମରା ବ୍ଲକ ଗୋବିନ୍ଦପୁରସ୍ଥିତ ସରକାରୀ ବାଳିକା ହଷ୍ଟେଲରୁ ୩ ଛାତ୍ରୀ ନିଖୋଜ । ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଅଭିଯୋଗ ଆଧାରରେ ତଦନ୍ତ କରୁଛି ଗୋବିନ୍ଦପୁର ପୋଲିସ । ହଷ୍ଟେଲରୁ ରବିବାର ଅପରାହ୍ନରେ ନବମ ଶ୍ରେଣୀର ୨ ଜଣ ଛାତ୍ରୀ ଓ ଦଶମ ଶ୍ରେଣୀର ଜଣେ ଛାତ୍ରୀ କାହାରିକୁ କିଛି ନଜଣାଇ ହଷ୍ଟେଲରୁ ଚାଲିଯାଇଥିବା ଅଭିଯୋଗ ହୋଇଛି । ହଷ୍ଟେଲ ୱାର୍ଡନଙ୍କ ଠାରୁ ସୂଚନା ପାଇ ନିଖୋଜ ଛାତ୍ରୀଙ୍କ ଅଭିଭାବକ ମାନେ ଗୋବିନ୍ଦପୁର ଥାନାରେ ଆସି ପହଞ୍ଚିଥିଲେ । ହଷ୍ଟେଲରେ ଛାତ୍ରୀଙ୍କ ସୁରକ୍ଷା ପାଇ ୱାର୍ଡେନ ନିଯୁକ୍ତ ଥିବା ସତ୍ତ୍ଵେ ଛାତ୍ରୀ କିପରି ବାହାରକୁ ଗଲେ ବୋଲି ପ୍ରଶ୍ନ କରିଛନ୍ତି ଅଭିଭାବକ । ଅନ୍ୟପଟେ ଥାନା ଅଧିକାରୀ ରାଜେନ୍ଦ୍ର କୁମାର ବେହେରା ଅଞ୍ଚଳରେ ଲାଗିଥିବା CC ଟିଭି ଯାଞ୍ଚ କରି ତଦନ୍ତ ଆରମ୍ଭ କରିଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme