Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଘଟଗାଁ ତାରିଣୀ ପୀଠ ପାଇଁ କ୍ୟାବିନେଟ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

Posted on September 29, 2025

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କ୍ୟାବିନେଟ ବୈଠକରେ ୪ଟି ପ୍ରସ୍ତାବ ମଞ୍ଜୁରି ପାଇଛି। ଶ୍ରମ ବିଭାଗରେ ଦୈନିକ କାର୍ଯ୍ୟ ସମୟ ୯ ଘଣ୍ଟାରୁ ୧୦ ଘଣ୍ଟାକୁ ବୃଦ୍ଧି, ସପ୍ତାହକୁ ୪୮ ଘଣ୍ଟାଠାରୁ ଅଧିକ କାମ କଲେ ଓଭରଟାଇମ ଦିଆଯିବ। ମହିଳା କର୍ମଚାରୀ ଚାହିଲେ ସମ୍ମତି ପତ୍ର ଦ୍ୱାରା ରାତିରେ କାମ କରିପାରିବେ ଏବଂ ସୁରକ୍ଷା ବ୍ୟବସ୍ଥା ରାଜ୍ୟ ସରକାର ଦ୍ୱାରା ନିଶ୍ଚିତ ହେବ।

ଗଣଶିକ୍ଷା ବିଭାଗ ନିକଟରେ ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ମଞ୍ଜୁରି ମିଳିଛି। ପାରିପାଶର୍ବିକ ବିକାଶ ପାଇଁ ଘଟଗାଁ ତାରିଣୀ ପୀଠ ପାଇଁ ୨୨୬ କୋଟି ମଞ୍ଜୁରି, ୫୯ ଏକର ଜମି ପାଇଁ DPR ପ୍ରସ୍ତୁତ ହେବ।

ସରକାରଙ୍କ ଏହି ନିଷ୍ପତ୍ତି ରାଜ୍ୟର ଶ୍ରମିକ ସୁବିଧା, ଶିକ୍ଷା ପରିବେଶ ଓ ସାମୁଦାୟିକ ବିକାଶକୁ ସୁଦୃଢ କରିବ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme