Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୧୨ ହଜାର ଟଙ୍କା ଲାଞ୍ଚ ନେଲାବେଳେ, ଭିଜିଲାନ୍ସ ହାତରେ ଏଆରଆଇ ବାବୁ

Posted on November 25, 2025

ଭିଜିଲାନ୍ସ ହାତରେ ଏଆରଆଇ ବାବୁ ୧୨ ହଜାର ଟଙ୍କା ଲାଞ୍ଚ ନେଲାବେଳେ ଧରିଲା ଭିଜିଲାନ୍ସ । କେନ୍ଦ୍ରାପଡା ଜିଲ୍ଲା ଡେରାବିସ ତହସିଲ ନିକିରେଇ ଏଆରଆଇ ଅଭିମନ୍ୟୁ ବେହେରା ଘର ବାରିପଟ୍ଟା କରାଇଦେବା ନାଁରେ ୧୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଆବେଦନକାରୀଙ୍କୁ ସୁହାଇଲା ଭଳି ରିପୋର୍ଟ ଦେବାକୁ ଏହି ଟଙ୍କା ମାଗିଥିଲେ ।

ପ୍ରଥମେ ୧୫ ହଜାର ଟଙ୍କା ମାଗିଥିଲେ । ପରେ ୧୨ ହଜାର ଟଙ୍କା ଲାଞ୍ଚ ନେବାକୁ ରାଜି ହୋଇଥିଲେ । ଲାଞ୍ଚ ନେବା ବେଳେ ଧରିବା ସହ ଲାଞ୍ଚ ଟଙ୍କା ଜବତ କରିଛି ଭିଜିଲାନ୍ସ । ଟ୍ରାପ ପରେ ଏବେ ଏଆରଆଇ ଅଭିମନ୍ୟୁ ବେହେରାଙ୍କ ଆୟ ବର୍ହିଭୁତ ସମ୍ପତ୍ତି ଯାଞ୍ଚ କରୁଛି ଟିମ୍ । ଏବେ ୨ଟି ସ୍ଥାନରେ ଚାଲିଛି ଏକକାଳୀନ ଚଢ଼ାଉ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme