Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମହାନଦୀରୁ ଶିଶୁର ମୃତଦେହ ଉଦ୍ଧାର

Posted on November 26, 2025

କଟକ ମହାନଦୀର ଯୋବ୍ରା ଆନିକଟରୁ ଅଜଣା ଶିଶୁର ମୃତଦେହ ଉଦ୍ଧାର ହୋଇଛି। ଅଗ୍ନିଶମ ବାହିନୀର ଟିମ ପହଞ୍ଚି ଆନିକଟରେ ଭାସୁଥିବା ମୃତଦେହକୁ ଉଦ୍ଧାର କରିଛି। ଉଦ୍ଧାର ପରେ ଏହା ଏକ ଶିଶୁକନ୍ୟାର ମୃତଦେହ ବୋଲି ଜଣାପଡିଥିଲା। ଶିଶୁଟିର ବୟସ ୬ ମାସରୁ ୧ ବର୍ଷ ବୋଲି ଅନୁମାନ କରାଯାଉଛି।
ଆଜି ସକାଳୁ ଆନିକଟର ୯୩ ନମ୍ବର ଗେଟ ତଳେ ଏକ ଅଜଣା ଶିଶୁର ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ଘଟଣା ସ୍ଥଳରେ ମାଲଗୋଦାମ ଥାନା ପୁଲିସ ଓ ଅଗ୍ନିଶମ ବିଭାଗର ଟିମ ପହଞ୍ଚି, ମୃତ ଶିଶୁକୁ ଉଦ୍ଧାର କରିବା ସହ ପୁଲିସକୁ ଜିମା ଦେଇଥିଲେ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଟ୍ରକ୍ ଚାଳକକୁ ଛୁରାମାଡ଼, ଟଙ୍କା ଓ ମୋବାଇଲ ଲୁଟ୍
  • ଡାକଘରୁ ଚୋରି, ଲକର ଭାଙ୍ଗି ପ୍ରାୟ ୩୦ ଲକ୍ଷ ଟଙ୍କାର ଲୁଟ୍
  • ବାହାଘର ଅଧାରୁ ତଡ଼ା ଖାଇଲେ ବର-କନ୍ୟା
  • ଟ୍ରକ୍ ସହ ଧକ୍କା ହେଲା ସ୍କୁଟି, ଦୁଇ ମହିଳା ଆହତ
  • ହାତୀ ଛୁଆକୁ ନେଉନି ମାଆ, ମଣିଷ ଛୁଇଁଥିବା ଭାବି ଦଳକୁ ଫେରିପାରୁନି ହାତୀ ଛୁଆ

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (284)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (60)
  • ରାଜ୍ୟ (908)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme