Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu
hati kendujhar

ଅସୁସ୍ଥ ମାଖନ ହାତୀର ଚିକିତ୍ସା ଉଦ୍ୟମଜାରୀ ରଖିଛି ବନବିଭାଗ

Posted on September 30, 2025

ବାଜି ନାହିଁ ଗୁଳି କେନ୍ଦୁଝର ଡିଏଫଓ

ଅସୁସ୍ଥ ମାଖନ ହାତୀ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ତେଲକୋଇ ରେଞ୍ଜ ବିମଳା ଫରେଷ୍ଟ ସେକ୍ସନ ବନ୍ଧନଝରୀ ସଂରକ୍ଷିତ ଜଙ୍ଗଲ ଅନ୍ତର୍ଗତ ପୁରୁଷୋତ୍ତମପୁର ଜଙ୍ଗଲରେ ଏକ ଅସୁସ୍ଥ ମାଖନ ହାତୀ ୪/୫ ଦିନ ହେଲାଣି ଘୁରି ବୁଲୁଥିବା ଜଣାପଡିଛି। ହାତୀଟିର ଆଗ ବାମ ଗୋଡ଼ରେ ଆଘାତ ଲାଗିଥିବାରୁ ସେ ଠିକ୍ ଭାବେ ଚଳପ୍ରଚଳ କରିପାରୁନାହିଁ।  ଖବର ପାଇ ବନ ବିଭାଗ ହାତୀର ଚିକିତ୍ସା ଉଦ୍ୟମଜାରୀ କରିଛି। ଏହା ଏକ ମାଖନ ହାତୀ ଅନ୍ୟ ଦନ୍ତାହାତୀ ଆକ୍ରମଣରେ ତା’ର ଗୋଡରେ ଜଖମ ହେବାରୁ ଠିକ୍ ଭାବେ ଚଳପ୍ରଚଳ କରି ପାରୁନଥିଲା। ଗତକାଲି ଚିକିତ୍ସାକାରୀ ଦଳ ଚିକିତ୍ସା କରିବା ପାଇଁ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ହାତୀଟି ଧିରେ ଧିରେ ସୁସ୍ଥ ହୋଇଯିବା ସମ୍ଭାବନା ରହିଛି। ହାତୀ ଦେହରେ କୌଣସି ଗୁଳି ବାଜି ନାହିଁ ବୋଲି କେନ୍ଦୁଝର ଡିଏଫଓ ଧନରାଜ ଏଚଡି ପ୍ରକାଶ କରିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme