Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବୃଦ୍ଧଙ୍କୁ ୧ କିଲୋମିଟର ଯାଏ ଘୋଷାଡ଼ି ନେଲା ଟ୍ରକ

Posted on November 26, 2025

ସ୍କୁଟିକୁ ପିଟିଲା ଟ୍ରକ ।  ବୃଦ୍ଧଙ୍କ ମୃତ୍ୟୁ । ୧ କିଲୋମିଟର ଯାଏ ବୃଦ୍ଧଙ୍କୁ ଘୋଷାଡ଼ି ନେଲା ଟ୍ରକ ।  ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ତିନି ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ମୃତକ ହେଲେ କୁମାରକେଳି ଗାଁର ଶରତ ମହାପାତ୍ର । ପ୍ରତିବାଦରେ ସୋନପୁର-ବୀରମହାରାଜପୁର ରାସ୍ତା ଅବରୋଧ କରିଛନ୍ତି ସ୍ଥାନୀୟ ଲୋକ ।

ଏବେବି ଟ୍ରକ ଚକାତଳେ ମୃତକଙ୍କ ଶଵ ପଡିରହିଛି ।  ଦୁର୍ଘଟଣା ଘଟାଇ ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ମାରିଥିବାବେଳେ ଉତ୍ୟକ୍ତ ଲୋକେ ମୃତକଙ୍କ ପରିବାରକୁ କ୍ଷତିପୁରଣ ଦାବୀ ସହ ଫେରାର ଡ୍ରାଇଭରକୁ ଗିରଫ ଦାବୀରେ ରାସ୍ତା ଅବରୋଧ କରିଛନ୍ତି  । ବୀରମହାରାଜପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କ ସହ ଆଲୋଚନା ଜାରି ରଖିଛି । ରାସ୍ତା ଅବରୋଧ ଯୋଗୁଁ ରାସ୍ତାର ଉଭୟ ପାର୍ଶ୍ୱରେ ଅନେକ ଗାଡି ମୋଟର ଅଟକି ରହିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme