Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସୋଗର ଗାଁରେ ୮ଟିକିଆ ହାତୀ ପଲଙ୍କ ଉତ୍ପାତ।

Posted on November 26, 2025

ଢେଙ୍କାନାଳ ବନଖଣ୍ଡ ଅଁଳାବେରେଣୀ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ସୋଗର ଗାଁରେ ୮ ଟିକିଆ ହାତୀ ପଲଙ୍କ ଉତ୍ପାତ ଦେଖିବାକୁ ମିଳିଛି। ଗାଁରେ ପ୍ରାୟ ଏକର ଏକର ଧାନ ଫସଲ ନଷ୍ଟ କରିବା ସହ ଲୋକଙ୍କ ଚିନ୍ତା ବଢ଼ାଇଛି। ଲୋକ ମାନେ ହାତୀ ଆତଙ୍କକୁ ନେଇ ଆତଙ୍କିତ ଥିବା ଜଣାପଡିଛି। ଏ ନେଇ କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ବନ କର୍ମଚାରୀ ମାନେ ପହଞ୍ଚି ହାତୀ ପଲକୁ ଘଉଡ଼ାଇଥିଲେ। ତେବେ ହାତୀ ପଲ ଗୁଡିକ ଗାଁ ପାଖ ମାଛିଆ ସଂରକ୍ଷିତ ଜଙ୍ଗଲରେ ଆଖପାଖ ଅଞ୍ଚଳରେ ଉପଦ୍ରବ କରୁଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ବନ ବିଭାଗ ପକ୍ଷରୁ ଫସଲ ନଷ୍ଟର ସଠିକ ଆକଳନ କରି ସେମାନଙ୍କୁ କ୍ଷତି ପୂରଣ ସହ ହାତୀ ଉପଦ୍ରବ ରୋକିବାକୁ ଦାବି ହୋଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme