Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ହନୁମାନ ମନ୍ଦିରରୁ ଦ୍ଵିଭାଷୀ ଶିଳାଲେଖ ଠାବ

Posted on November 27, 2025

୩୦୦ ବର୍ଷ ପୁରୁଣା ହନୁମାନ ମନ୍ଦିରରୁ ଦ୍ଵିଭାଷୀ ଶିଳାଲେଖ ଠାବ। ଗଜପତି ଜିଲ୍ଲା ପାରଳଖେମୁଣ୍ଡିର ରାଜ୍ୟ ପ୍ରତ୍ନତତ୍ତ୍ଵ ବିଭାଗ ଅନ୍ତର୍ଗତ ଥିବା ହନୁମାନ ମନ୍ଦିରରୁ ଏହି ଦ୍ଵିଭାଷୀ ଶିଳାଲେଖ ଠାବ ହୋଇଛି। ଯାହାକୁ ପୁରୁଣାପାଟଣା ନିବାସୀ ଶିକ୍ଷକ ପି. ଆପଲ୍ ରାଜୁ ଠାବ କରି ଲିପିତତ୍ଵ ଗବେଷକଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ।

ଅଧିକାରୀଙ୍କ ମତରେ ଏଥିରେ ଉଦୟଗିରି ୟେଙ୍କଟ ରାଉ ପାନ୍ତୁଲୁଙ୍କ ଧର୍ମ ଉଲ୍ଲେଖ ଥିବା କହିଛନ୍ତି। ଏହା ଉଭୟ ଓଡ଼ିଆ ଓ ତେଲୁଗୁ ଭାଷାରେ ଉଲ୍ଲେଖ ହୋଇଛି । ଏଥିସହ ଏଥିରେ ୧୭୦୦ ବେଳେ ବ୍ୟବହାର ହେଉଥିବା ଓଡ଼ିଆ ଅକ୍ଷର ବ୍ୟବହାର ହୋଇଥିବା ଗବେଷକ ମତ ପ୍ରକାଶ କରିଛନ୍ତି। ଅଧିକାରୀଙ୍କ ମତରେ ଏହା ୧୭୦୬-୧୭୪୮ ମଧ୍ୟରେ ଗଜପତି ପ୍ରତାପରୁଦ୍ରଙ୍କ ସମୟରେ ନିର୍ମିତ। ଶିଳାଲେଖରେ ଉଲ୍ଲେଖ ଥିବା ବ୍ୟକ୍ତି ଗଜପତିଙ୍କ କମା ଆଗ୍ରହାର ହୋଇଥିବା ଅଧିକାରୀ ଅନୁମାନ କରିଛନ୍ତି। ସେହିପରି ଦେଉଳରେ ପ୍ରତାପରୁଦ୍ର ଓ ନିର୍ମାତାଙ୍କ ପ୍ରତିମା ଥିବା ଅଧିକାରୀ କହିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme