Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଧର୍ମଘଟ ଡାକରା ନିଷ୍ପତ୍ତି ପ୍ରତ୍ୟାହୃତ, ଘରୋଇ ବସ୍ ମାଲିକ ସଂଘ ସମ୍ପାଦକଙ୍କ ସୂଚନା

Posted on November 27, 2025

ଘରୋଇ ବସ୍ ଧର୍ମଘଟ ଡାକରାକୁ ପ୍ରତ୍ୟାହୃତ କଲା ଘରୋଇ ବସ ମାଲିକ ସଙ୍ଘ। ସରକାରଙ୍କ ସହ ଆଲୋଚନା ପରେ ଧର୍ମଘଟ ଡାକରାକୁ ସ୍ଥଗିତ ରଖାଯାଇଛି।

ସୂଚନା ଅନୁଯାୟୀ, ପୁଲିସକୁ ଗାଡି କାଗଜପତ୍ର ଯାଞ୍ଚ କ୍ଷମତା ପ୍ରଦାନ ନିଷ୍ପତ୍ତିକୁ ବିରୋଧ କରି ଧର୍ମଘଟ ଡାକରା ଦିଆଯାଇଥିଲା। ସରକାର ସହ ଆଲୋଚନା ପରେ ଏହା କାର୍ଯ୍ୟକାରୀ ହେବନାହିଁ ବୋଲି ବସ୍ ମାଲିକ ସଂଘକୁ ପ୍ରତିଶୃତି ମିଳିଥିଲା । ତେଣୁ ବସ୍ ଧର୍ମଘଟକୁ ପ୍ରତ୍ୟାହତୃ ନିଷ୍ପତ୍ତି ନିଆଗଲା ବୋଲି ସଂଘର ରାଜ୍ୟ ସମ୍ପାଦକ ସୂଚନା ଦେଇଛନ୍ତି। ଆସନ୍ତା ୧ତାରିଖରୁ ବସ୍ ଧର୍ମଘଟ ହେବ ବୋଲି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ଡାକରା ଦିଆଯାଇଥିଲା। ଯାହାକୁ ପ୍ରତ୍ୟାହାର କରିନିଆଯାଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme