Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ନୂଆ ସହରରେ ଗଡ଼ିବ ଇଭି ବସ୍‌

Posted on November 29, 2025

ଆଗାମୀ ଦିନରେ ୬ଟି ନୂଆ ସହରରେ ଇଭି ବସ୍‌ ଗଡ଼ିବ। ଏନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଏବେ ରାଜ୍ୟରେ ୬୭୦ଟି ବସ୍‌ ଚାଲିଛି, ସେଥିମଧ୍ୟରୁ ୨୨୦ଟି ଇଭି ବସ୍‌ ଚାଲିବ। ଏବେ ୧୧୩ଟି ରୁଟ୍‌ରେ ୧୩୯୯ କିମି ବସ୍‌ ଚାଲୁଛି। ଆଗକୁ ଯେଉଁଠି ଆବଶ୍ୟକତା ଅଛି, ସେହି ସହରରେ ବସ୍‌ ଚାଲିବ। ଅନ୍‌ଲାଇନ୍‌ ଟିକେଟ୍‌ରେ ରିହାତି ପାଇଁ ୩୫% ଟିକେଟ୍‌ ଆଦାୟ ରାଶି ବଢ଼ିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme